ଆଜି ବସିବ କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

0 152

ଭୁବନେଶ୍ୱର,୨୩/୬(ଏସ ଏସ ନିୟୁଜ) କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ବସୁଛି । ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଉପରେ ହୋଇପାରେ ଚର୍ଚ୍ଚା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଲାଗିପାରେ ମୋହର।୨୦୨୨ରେ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଗୁଜୁରାଟ, ଗୋଆ, ହିମାଚଳ ପ୍ରଦେଶ ଓ ପଞ୍ଜାବରେ
ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ।୬ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ
ନୂଆ ଚେହେରାକୁ କେନ୍ଦ୍ର କ୍ୟାବିନେଟରେ ସୁଯୋଗ ମିଳିପାରେ ବୋଲି ଚର୍ଚ୍ଚା ଚାଲିଛି।

Leave A Reply

Your email address will not be published.