ୟାସ କ୍ଷୟକ୍ଷତିର ଅନୁଧ୍ୟାନ ପାଇଁ ଆଜି ଆସିବ କେନ୍ଦ୍ରୀୟ ଟିମ୍

0 223

ଭୁବନେଶ୍ୱର,୬/୬(ଏସ୍‌ଏସ୍‌ନିୟୁଜ) ବାତ୍ୟା ୟାସ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏକ ୭ଜଣିଆ କେନ୍ଦ୍ରୀୟ ଦଳ ଆଜି ଓଡିଶା ଆସିବେ । ଏମାନେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ମୟୂରଭଞ୍ଜକୁ ମିଶାଇ ପ୍ରଭାବିତ ୪ଜିଲ୍ଲାକୁ ସୋମବାର ଓ ମଙ୍ଗଳବାର ପର୍ଯ୍ୟାୟ କ୍ରମେ ଗସ୍ତ କରି କ୍ଷୟକ୍ଷତିର ଅନୁଧ୍ୟାନ କରିବା ସହ ରାଜ୍ୟର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ।

Leave A Reply

Your email address will not be published.